Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଏଣିକି ସ୍ୱାଧୀନତା ସଂଗ୍ରାମୀଙ୍କୁ ‘ମାନ୍ୟବର’ ସମ୍ବୋଧନ

    Share on :
    ajab-Image
    Date: Aug 14, 2019    Views: 253

    ଭୁବନେଶ୍ୱର : ଏଣିକି ସ୍ୱାଧୀନତା ସଂଗ୍ରାମୀଙ୍କୁ ମାନ୍ୟବର ସମ୍ବୋଧନ କରାଯିବ  । ସ୍ୱାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ପାଇଁ ନିଷ୍ପତି କରିଛନ୍ତି  । ଏଣିକି ଉଚ୍ଚ ସାମ୍ବିଧାନିକ ପଦବୀରେ ଥିବା ବ୍ୟକ୍ତିବିଶେଷ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ହିଁ କେବଳ ‘ମାନ୍ୟବର’ ସମ୍ବୋଧନ କରାଯିବ  ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook