Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ପ୍ରଶାସନ ଖବର

ମୁଖ୍ୟ ଖବର

    ଆଉ ଦିଆଯିବନି ‘ଗାଡର଼୍ ଅଫ ଅନର’

    Share on :
    ajab-Image
    Date: Aug 14, 2019    Views: 243

    ଭୁବନେଶ୍ୱର : ରାଜ୍ୟରେ ଗାଡର଼୍ ଅଫ ଅନର/ହାଉସ ଗାଡର଼୍ ବ୍ୟବସ୍ଥାକୁ ଉଚ୍ଛେଦ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଧଶ ଦେଇଛନ୍ତି  । ଏଣିକି କେବଳ ସାଧାରଣତନ୍ତ୍ର ଦିବସ, ସ୍ୱାଧୀନତା ଦିବସ ଓ ଉକôଳ ଦିବସ ପାଳନ ଅବସରରେ ନିମନ୍ତ୍ରିତ ମୁଖ୍ୟ ଅତିଥିଙ୍କୁ ‘ଗାଡର଼୍ ଅଫ ଅନର’ ପ୍ରଦାନ କରାଯିବ  । ତେବେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ରାଜ୍ୟପାଳ, ଲୋକାୟୂକ୍ତ, ସୁପ୍ରିମକୋର୍ଟ ଓ ହାଇକୋଟର ମୁଖ୍ୟ ବିଚାରପତି ଓ ବିଚାରପତିଙ୍କ କ୍ଷେତ୍ରରେ ଏହା ପୂର୍ବଭଳି କାର୍ଯ୍ୟକାରୀ ହେବ  । ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାଡର଼୍ ଅଫ ଅନର’ ଏହି ନିଦେ୍ର୍ଧଶ ଦ୍ୱାରା ଉଚ୍ଛେଦ କରାଯାଇଛି  ।  

    Maximum 500 characters

    ପ୍ରଶାସନ ଖବର View all

    Find Us on Facebook