Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ପିଏସଏଲଭି-ସି୪୮ ଉତକ୍ଷେପଣ

ଡିଏଭି ଆଞ୍ଚଳିକ ନିଦେ୍ର୍ଧଶକଙ୍କୁ ଓଏସସିପିସିଆରଙ୍କ ନୋଟିସ

କେନ୍ଦ୍ରାପଡ଼ା: ଝାମ୍ପିଦେଲେ ୪ ଲକ୍ଷ

ଶିକ୍ଷାଦାନ ଏକ ମହାନ ବୃତ୍ତି : ମୁଖ୍ୟମନ୍ତ୍ରୀ

ଆଜି ଠାରୁ ହିଁ ଭଙ୍ଗା ହେବ ବିଧାୟକ କ୍ୱାର୍ଟର୍ସ, ସ୍ପଷ୍ଟ କଲେ ବାଚସ୍ପତି

ମୋବାଇଲରେ ଗପି ଶିକ୍ଷକ ନିଲମ୍ବିତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ମୃତ

୭ ଲକ୍ଷ ଟଙ୍କାର ଧାନ ପାଉଁଶ

ବିଜେଡି ଓ ବିଜେପି ବିରୋଧରେ ବର୍ଷିଲେ ଶରତ

ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ରୁ ଉଚ୍ଛେଦ ଜାରି ରହିବ: ବିଏମସି କମିଶନର

ରଣଜୀ ଟ୍ରଫି, ଓଡ଼ିଶାର ଇନିଂସ ବିଜୟ

ରାଜ୍ୟସଭାରେ ଆଗତ ହେଲା ନାଗରିକତା ବିଲ

banner

ପ୍ରଶାସନ ଖବର

ମୁଖ୍ୟ ଖବର

    ଆଦିତ୍ୟ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର

    Share on :
    ajab-Image
    Date: Aug 14, 2019    Views: 429

    ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର  । ଏସଂକ୍ରାନ୍ତୀୟ ନିଯୁକ୍ତି ପ୍ରସ୍ତାବକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି  । ଅପରପକ୍ଷରେ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଶ୍ରୀ ପାଢ଼ୀ ରାଜ୍ୟ ସରକାରଙ୍କ ନିକଟରେ ଆବେଦନ କରିଥିଲେ  । ତେବେ ତାଙ୍କୁ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦେବାକୁ ରାଜ୍ୟ ସରକାର ନିଷ୍ପତି ନେଇଥିଲେ  । ଏସଂକ୍ରାନ୍ତୀୟ ଫାଇଲ ଅନୁମୋଦନ ପାଇଁ ରାଜ୍ୟପାଳଙ୍କ ନିକଟକୁ ଯାଇଥିଲା  । ରାଜ୍ୟପାଳ ଅନୁମୋଦନ ଦେବା ପରେ ତାଙ୍କର ସ୍ୱେଚ୍ଛାକୃତ ଅବସର ପ୍ରସ୍ତାବକୁ ଗ୍ରହଣ କରାଯିବାର ଯୋଜନା ଥିଲା  । ଏବେ ତାଙ୍କ ନିଯୁକ୍ତି ପ୍ରସ୍ତାବକୁ ରାଜ୍ୟପାଳ ଅନୁମୋଦନ କରିଥିବାରୁ ଶ୍ରୀ ପାଢ଼ୀଙ୍କ ଅବସର ଆବେଦନକୁ ସରକାର ଗ୍ରହଣ କରିବେ  । ତେବେ ତାଙ୍କ ସ୍ଥାନରେ କିଏ ମୁଖ୍ୟ ଶାସନ ସଚିବ ହେବେ ତାହାକୁ ନେଇ ପାୱାର କରିଡ଼ରରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି  ।

    Maximum 500 characters

    ପ୍ରଶାସନ ଖବର View all

    Find Us on Facebook