ମୁଖ୍ୟ ଖବର
ବ୍ରହ୍ମପୁର: ହାଇସ୍କୁଲ ହିନ୍ଦୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢଉ କରାଯାଇଛି । ରଙ୍ଗେଇଲୁଣ୍ଡା ଝାଡ଼ାଙ୍କୁଲି ଗାଁ ଯଶୋଦା ହାଇସ୍କୁଲ ଶିକ୍ଷକ ଭୁବନାନନ୍ଦ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଭୁବନାନନ୍ଦ ସାହୁଙ୍କ ଘରେ ଚଢଉ କରାଯାଇଛି । ବ୍ରହ୍ମପୁର, ଭୁବନେଶ୍ୱର ସମେତ ୧୦ଟି ସ୍ଥାନରେ ଏକକାଳନୀ ଚଢଉ କରାଯାଇଛି ।
Comments ସମସ୍ତ ମତାମତ 0