Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ତଦନ୍ତରେ ଅଗ୍ରଗତି ନେଇ ହାଇକୋର୍ଟ ଖପ୍ପା

    Share on :
    ajab-Image
    Date: Oct 14, 2020    Views: 6327

    ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତ ଅଗ୍ରଗତି ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି ।  ମାମଲାର କେସ ଡାଏରୀ ଦାଖଲ ପାଇଁ ହାଇକୋର୍ଟ କ୍ରାଇମବ୍ରାଞ୍ଚକୁ ନିଦେ୍ର୍ଧଶ ଦେଇଛନ୍ତି ।  ଏଥିସହ ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ଦେବାକୁ ମଧ୍ୟ ହାଇକୋର୍ଟ ନିଦେ୍ର୍ଧଶ ଦେଇଛନ୍ତି ।  ଅନ୍ୟପକ୍ଷରେ ଆସନ୍ତା ନଭେମ୍ବର ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି । ଲକଡାଉନରେ ରାଜଧାନୀରେ ଘଟିଥିବା  ନାବାଳିକା ଗଣଦୁଷ୍କର୍ମ ମାମଲାରେ  ପୂର୍ବରୁ ମହିଳା କମିଶନଙ୍କ ନିକଟରେ ହାଜର ହୋଇଥିଲେ ଓଟିଭି ଏମଡି ଜାଗିମଙ୍ଗତ ପଣ୍ଡା ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook