Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

କେନ୍ଦ୍ରାପଡ଼ା: ବାଇକ ଚୋରି ର୍ୟାକେଟରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୫ ଗିରଫ

ବାଲେଶ୍ୱର: ଜଳେଶ୍ୱର ଅଞ୍ଚଳର ଅଡିଓ ଭାଇରାଲ ଘଟଣାର ତଦନ୍ତ ନିଦେ୍ର୍ଧଶ ଦେଲେ ପୂର୍ବାଞ୍ଚଳ ଆଇଜି

ରାୟଗଡ଼ା: ୨୪ ଲକ୍ଷ ଲୁଟ ଘଟଣାରେ ୫ ଗିରଫ

banner

ଆଂଚଳିକ

ମୁଖ୍ୟ ଖବର

    ଟ୍ରକ ଉପରେ ମାଡ଼ିଗଲା ୱାଗନ

    Share on :
    ajab-Image
    Date: Jul 16, 2020    Views: 3008

    ପାରାଦୀପ: ଟ୍ରକ ଉପରେ ଏକ ଟ୍ରେନ ୱାଗନ ମାଡ଼ିଯିବାରୁ ଜଣେ ଗୁରୁତର ଆହତ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲା ପାରାଦୀପ ପୋର୍ଟ ଜେଏସଡବ୍ଲୁ୍ୟ ସାଇଟ ନିଷିଦ୍ଧାଞ୍ଚଳରେ ଏହି ଦୁର୍ଘଟଣା ଘଟିଛି ।  ଏକ ଟ୍ରକ ଉପରେ ୱାଗନ ମାଡ଼ିଯିବାରୁ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଟ୍ରକ ଡ୍ରାଇଭରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । 

    Maximum 500 characters

    ଆଂଚଳିକ View all

    Find Us on Facebook