Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    କଲେଜ ପରିଚାଳନା କମିଟିରେ ରହିବେନି ବିଧାୟକ: ଅରୁଣ ସାହୁ

    Share on :
    ajab-Image
    Date: Jan 23, 2020    Views: 4303

    ଭୁବନେଶ୍ୱର: ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ଆଉ ରାଜନେତା ରହିବେ ନାହିଁ ।  ରାଜନେତା କିମ୍ବା ସ୍ଥାନୀୟ ବିଧାୟକ ଡିଗ୍ରୀ କଲେଜ ପରିଚାଳନା କମିଟିରେ ରହିବେ ନାହିଁ ବୋଲି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।  ରାଜନେତା ବଦଳରେ କେବଳ ଶିକ୍ଷାବିତ ସଦସ୍ୟ ରହିବେ ବୋଲି ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି । ଅଭିଭାବକ ମହାସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀ ସାହୁ ଏହା କହିଛନ୍ତି ।   ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିଲେ ।  

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook