Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

    Share on :
    ajab-Image
    Date: Jan 9, 2021    Views: 3225

    ଭୁବନେଶ୍ୱର:ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି ।  ପବିତ୍ର ବିନ୍ଦୁସାଗର ପୁଷ୍କରିଣୀକୁ ସ୍ୱଚ୍ଛ ଓ ନିର୍ମଳ କରାଯିବ ।  ଏହି ପ୍ରକଳ୍ପର  ଶୁଭାରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ସାମିଲ ହୋଇଛନ୍ତି ।  ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ରଘୁନାଥ ପଣ୍ଡା, ପ୍ରଫୁଲ୍ଲ ମଲ୍ଲିକ ପ୍ରମୁଖ  ସାମିଲ ହୋଇଛନ୍ତି ।   ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଲାଗି ଆଇଓସିଏଲ ପକ୍ଷରୁ ୭୦ ଲକ୍ଷ ଟଙ୍କା ବିନିଯୋଗ କରାଯିବ ।  ଆଇସିଟି, ଆଇଓସି  ଏବଂ ଓବିସିସିର ମିଳିତ ଉଦ୍ୟମରେ ବିତ୍ର ବିନ୍ଦୁସାଗର ପୁଷ୍କରିଣୀକୁ ସ୍ୱଚ୍ଛ ଓ ନିର୍ମଳ କରାଯିବ ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ନିଜର ଉଦବୋଧନ ଦେଇ  ବିନ୍ଦୁସାଗର ପ୍ରକଳ୍ପ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଦେଇଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook