Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆତଙ୍କିତ ହୁଅନ୍ତୁନି, ସାମାଜିକ ଦୂରତା ଅବଲମ୍ବନ ନକଲେ ଜିରୋ ଟୋଲେରାନ୍ସ :CMO

ଓଡ଼ିଶାରେ ପୁଣି 16ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସମସ୍ତେ ଭୁବନେଶ୍ୱର ଅଂଚଳର ,ମୋଟ ହେଲା 39

14ରେ ନିଆଯିବ ସ୍କୁଲ ଓ କଲେଜ ଖୋଲିବା ନିଷ୍ପତ୍ତି: ପିଟିଆଇ ସୂତ୍ରରୁ ପ୍ରକାଶ

ସୁନ୍ଦରପଦା ଅଂଚଳକୁ ସିଲ କଲା ବିଏମସି

ଭୁବନେଶ୍ୱରରେ ଆଉ 2 ପଜିଟିଭ ଚିହ୍ନଟ. ମୋଟ ହେଲା 23

ଗୋଷ୍ଠୀ ସଂକ୍ରମଣର ଭୟ ନାହିଁ.8ରେ ସଟ ଡାଉନ ଉଠିବ, ଗହଳି କରିବେନି : ମୁଖ୍ୟ ଶାସନ ସଚିବ

ଭାରତରେ କରୋନା ମୃତ୍ୟୁ ସଂଖ୍ୟା 79କୁ ବୃଦ୍ଧି

କଳାହାଣ୍ଡି କରୋନା ଆକ୍ରାନ୍ତଙ୍କ ଗାଁ ସିଲ

କଟକ କେଶବପୁରରେ ପୁଲିସ ଉପରକୁ ଢେଲା ପଥର ମାଡ

banner

ଦେଶ ବିଦେଶ

ମୁଖ୍ୟ ଖବର

    ଲକ୍ଷ୍ନୌ କୋର୍ଟରେ ବୋମାମାଡ

    Share on :
    ajab-Image
    Date: Feb 13, 2020    Views: 4987

    ଲକ୍ଷ୍ନୌ: ଲକ୍ଷ୍ନୌର ୱଜିରଗଞ୍ଜ କୋର୍ଟ ପରିସରରେ ଗୁରୁବାର ଅପରାହ୍ନରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଅନେକ ଆଇନଜୀବୀ ଆହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ୱଜିରଗଞ୍ଜ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ୩ଟି ଜୀବନ୍ତ ବୋମା ଜବତ ହୋଇଛି। ଲକ୍ଷ୍ନୌ ବାର ଆସୋସିଏଶନ ଅଧ୍ୟକ୍ଷ ସଞ୍ଜୀବ ଲୋଧୀ ଟାର୍ଗେଟରେ ଥିଲେ ବୋଲି ଏପର୍ୟ୍ୟନ୍ତ ମିଳିଥିବା ସୂଚନାରୁ ଜଣାପଡିଛି। ବର୍ତ୍ତମାନ କୋର୍ଟ ପରିସରରେ ପୁଲିସ ସଜାଗ ରହି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି।
    ମିଳିଥିବା ସୂଚନା ଅନୁଯାୟୀ, କୋର୍ଟ ପରିସରରେ ଦୁଇ ଜଣ ଆଇନଜୀବୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳ ଏତେ ମାତ୍ରାରେ ବଢିଯାଇଥିଲା ଯେ ଜଣେ ଅନ୍ୟ ଜଣଙ୍କ ଉପରକୁ ଦେଶୀ ବୋମା ପକାଇ ଆକ୍ରମଣ କରିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଏବେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook