Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

    Share on :
    ajab-Image
    Date: Feb 23, 2021    Views: 3407

    ଭୁବନେଶ୍ବର:  ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ୍ ପ୍ରଭାବ ପକାଉଛି । ତେବେ ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି ।

    ବିଧାନସଭାର ବଜେଟ୍ ଅଧିବେଶନ ଚାଲିଥିବା ବେଳେ କଂଗ୍ରେସ ବିଧାୟକମାନେ ସାଇକେଲରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି । କଂଗ୍ରେସ ବିଧାୟକ ତାରପ୍ରସାଦ ବାହିନୀପତି, ଅଧିରାଜ ପାଣିଗ୍ରାହୀ ଓ ସୁର ରାଉତରାୟ ସାଇକେଲରେ ବିଧାନସଭା ଆସିଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook