Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆସନ୍ତାକାଲିଠାରୁ ମାଟ୍ରିକ୍ ଖାତା ଦେଖା

ଖୋର୍ଦ୍ଧା: ହାତୀ ଆକ୍ରମଣରେ ୩ ଭାଇ ଆହତ, ୨ ଗୁରୁତର

କଟକ: ମର୍କତନଗର ଥାନା କାଠଯୋଡ଼ି ବିହାର ବସ୍ତିରେ ଦୁଷ୍ଟାମୀ ପାଇଁ ୬ ବର୍ଷର ଝିଅକୁ ଚେଙ୍କ ଦେଲା ମା’

ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭାରତରେ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଇଦ ଶୁଭେଚ୍ଛା

କାମାକ୍ଷାନଗର: ଭୁଜାଲି ଦେଖାଇ ୩ ଲକ୍ଷ ଲୁଟ

ଶୀଘ୍ର ଚାଲିବ ‘ମୋ ବସ’, କେଉଁ ରୁଟରେ କେତେ ବସ ଚାଲିବ ମଙ୍ଗଳବାର ନିଷ୍ପତ୍ତି

banner

ଆଂଚଳିକ

ମୁଖ୍ୟ ଖବର

    ଯାଜପୁରରେ ପୁଣି ପଜିଟିଭ, ରାଜ୍ୟରେ ମୋଟ ୧୭୯

    Share on :
    ajab-Image
    Date: May 6, 2020    Views: 2454

    ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାରି ଭିତରେ  ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  

    ଏହାକୁ ନେଇ ଯାଜପୁରର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି ।  ଏଥିସହ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି ।  ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ସୂଚନା ମିଳିଛି । 

    ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୭୯ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ୧୧୭ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ସେହିପରି ୬୦ ଜଣ ସୁସ୍ଥ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି ଜ୍ଝ

    Maximum 500 characters

    ଆଂଚଳିକ View all

    Find Us on Facebook