Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଦେଶରେ ପୁଣି ୮୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

    Share on :
    ajab-Image
    Date: Mar 4, 2021    Views: 2664

    ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ବୃଦ୍ଧି ସହ ୧୭ ହଜାର ଟପିଛି। ଏହାସହ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଛି। ଦିନକରେ ଆଉ ୧୭,୪୦୭ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୫୬,୯୨୩ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ୮୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୪୩୫। ୨୪ ଘଣ୍ଟାରେ ୧୪,୦୩୧ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୮,୨୬,୦୭୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୩,୪୧୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

    Maximum 500 characters

    ତାଜା ଖବର View all

    Find Us on Facebook