ମୁଖ୍ୟ ଖବର
ଭୁବନେଶ୍ୱର : ଆଜି ରାଜ୍ୟରୁ ୬୬୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ମୟୁରଭଞ୍ଜରୁ ସର୍ବାଧିକ ୬୫ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫୮, ସୁନ୍ଦରଗଡରୁ ୫୭, କେନ୍ଦୁଝରରୁ ୪୮, ଝାରସୁଗୁଡାରୁ ୪୭, ଅନୁଗୁଳରୁ ୪୪, କଟକରୁ ୪୦, ଜଗତସିଂହପୁରରୁ ୩୮, କେନ୍ଦ୍ରାପଡାରୁ ୩୧, ଯାଜପୁରରୁ ୨୮, ବରଗଡରୁ ୨୭, ନୂଆପଡାରୁ ୨୪, ସମ୍ବଲପୁରରୁ ୨୩, କଳାହାଣ୍ଡିରୁ ୨୦, ବାଲେଶ୍ୱରରୁ ୧୮, ବଲାଙ୍ଗୀରରୁ ୧୬, ଗଞ୍ଜାମରୁ ୧୩, ନବରଙ୍ଗପୁରରୁ ୧୨, ଭଦ୍ରକରୁ ୭, ପୁରୀରୁ ୭, ବୌଦ୍ଧରୁ ୬, ନୟାଗଡରୁ ୫, ଢେଙ୍କାନାଳରୁ ୪, ମାଲକାନଗିରିରୁ ୪, କନ୍ଧମାଳରୁ ୩, କୋରାପୁଟରୁ ୩, ଦେବଗଡରୁ ୨, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୧୨ ହଜାର ୭୩୪ରେ ପହଞ୍ଚିଛି ।
Comments ସମସ୍ତ ମତାମତ