Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି

କଟକ: କାର କାଚ ଭାଙ୍ଗି ୪ଲକ୍ଷ ଲୁଟ

ରାଜକନିକା: ବାଇକକୁ ପିଟି ଓଲଟିଲା ଓଟୋ, ମହିଳା ମୃତ, ୨ ଗୁରୁତର

ଭୁବନେଶ୍ୱର: ଶିଶୁ ବିକ୍ରି ଘଟଣାରେ ଆଉ ୩ ଗିରଫ

କୋରାପୁଟ: ଜଙ୍ଗଲରେ ଜୁଆ:୩ ଗିରଫ, ୧୫ ଫେରାର

ସ୍ପେଶାଲ ଫୋକସ ଷ୍ଟେଟ ଦାବି କଲେ ନବୀନ

ଭୁବନେଶ୍ୱରରେ ଅମିତ ଶାହା

banner

ଦେଶ ବିଦେଶ

ମୁଖ୍ୟ ଖବର

    କୋଲକାତାରେ ୨ କରୋନା ଆକ୍ରାନ୍ତ

    Share on :
    ajab-Image
    Date: Feb 13, 2020    Views: 5218

    କୋଲକାତା:  ଦିନକୁ ଦିନ ଭୟଙ୍କର ରୂପ ନେଉଛି କରୋନା ଭାଇରସ । କୋଲକାତାରେ ୨ କରୋନା ଭୂତାଣୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି ।  ବ୍ୟାଙ୍କକରୁ କୋଲକାତା ଫେରିଥିବା ୨ ବ୍ୟକ୍ତି  କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି ।  ସେମାନଙ୍କ ରକ୍ତ ନମୂନା ପଜିଟିଭ  ଥିବା ଜଣାପଡ଼ିଛି । ସେମାନେ ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାଯାଇଛି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook