Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି

କଟକ: କାର କାଚ ଭାଙ୍ଗି ୪ଲକ୍ଷ ଲୁଟ

ରାଜକନିକା: ବାଇକକୁ ପିଟି ଓଲଟିଲା ଓଟୋ, ମହିଳା ମୃତ, ୨ ଗୁରୁତର

ଭୁବନେଶ୍ୱର: ଶିଶୁ ବିକ୍ରି ଘଟଣାରେ ଆଉ ୩ ଗିରଫ

କୋରାପୁଟ: ଜଙ୍ଗଲରେ ଜୁଆ:୩ ଗିରଫ, ୧୫ ଫେରାର

ସ୍ପେଶାଲ ଫୋକସ ଷ୍ଟେଟ ଦାବି କଲେ ନବୀନ

ଭୁବନେଶ୍ୱରରେ ଅମିତ ଶାହା

banner

ଆଂଚଳିକ

ମୁଖ୍ୟ ଖବର

    ଜଳିଗଲା ୧୪ ବଖରା

    Share on :
    ajab-Image
    Date: Feb 14, 2020    Views: 2710

    ମୋହନା:  ନିଆଁ ଗିଳିଦେଲା ୧୪ ବଖରା । ୭ଟି ପରିବାରର ୧୪ ବଖରା  ପୋଡ଼ି ପାଉଁଶ ହୋଇଯାଇଛି ।  ଅଢବା ଥାନା ହାଡ଼ୁପଦର ଗ୍ରାମରେ ଏହି ଅଘଟଣା ଘଟିଛି ।  ଏହି ଅଗ୍ନିକାଣ୍ଡରେ ୭ଟି ପରିବାର ସର୍ବସ୍ୱାନ୍ତ ହୋଇଯାଇଛନ୍ତି । ନିଆଁ ଲାଗିବାର କାରଣ ସମ୍ପର୍କରେ କିଛି ଜଣାପଡ଼ିନଥିବାବେଳେ  ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । 

    Maximum 500 characters

    ଆଂଚଳିକ View all

    Find Us on Facebook