Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଗ୍ରୁପ-୩ କର୍ମଚାରୀଙ୍କ ପଦୋନ୍ନତି ପାଇଁ ସିସିଆର ଦରକାର ପଡ଼ିବନି: ମୁଖ୍ୟ ଶାସନ ସଚିବ

banner

ଆଂଚଳିକ

ମୁଖ୍ୟ ଖବର

    ରୋଷେଇ ବେଳେ ଅଗ୍ନିକାଣ୍ଡ : ମହିଳା ଜୀବନ୍ତ ଦଗ୍ଧ

    Share on :
    ajab-Image
    Date: Feb 12, 2020    Views: 2598

    ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ  ରୋଷେଇ ବେଳେ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳାଙ୍କ ସ୍ୱାମୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
     ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଘରେ ନିଆଁ ଲାଗିଯିବାରୁ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି । ଜୀବନ୍ତ ଦଗ୍ଧ ହୋଇଥିବା ମୃତ ମହିଳା ହେଲେ ସରୋଜିନୀ ପରିଡା । ମହିଳାଙ୍କ ସ୍ୱାମୀଙ୍କୁ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡରେ ୩ ବଖରା ଘର ସହ ସବୁ ଜିନିଷ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି ।

    Maximum 500 characters

    ଆଂଚଳିକ View all

    Find Us on Facebook