Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଛାତିରେ ଯନ୍ତ୍ରଣା ଯୋଗୁଁ କ୍ରିକେଟର କପିଳ ଦେବ ଦିଲ୍ଲୀ ଓଖାଲ ରୋଡ ସ୍ଥିତ ଫରଟିସ ଏସକର୍ଟସ ହାର୍ଟ ଇନଷ୍ଟିଚୁ୍ୟଟରେ ଭର୍ତ୍ତି କରାଯାଇଛି ।

banner

ରାଜ୍ୟ ଖବର

ମୁଖ୍ୟ ଖବର

    ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ, କାହିଁକି ଜାଣନ୍ତୁ

    Share on :
    ajab-Image
    Date: Oct 15, 2020    Views: 5624

    ଭୁବନେଶ୍ୱର: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ଏକ ବଡ଼ ଖବର  ସାମନାକୁ ଆସିଛି ।  ଏହି ମାମଲାରେ  ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ  ଜବାବ ତଲବ କରିଛନ୍ତି ।  ବଗଲା ଧର୍ମଶାଳା ଜମିରେ ଜଗନ୍ନାଥଙ୍କ ସତ୍ତ୍ୱ ନେଇ ହାଇକୋର୍ଟ ଜବାବ ମାଗିଛନ୍ତି । ତେବେ ଆସନ୍ତା ନଭେମ୍ବର ୨ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବା ନେଇ ହାଇକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।  ହାଇକୋର୍ଟ ଅନ୍ୟ ଦାୟର ମାମଲା ସହ  ଏକାଠି ଣୁଣାଣି କରିବେ ।  ପୂର୍ବରୁ ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ନେଇ ବିଜେପି ମୁଖପାତ୍ର ସମ୍ବିତ ପାତ୍ର  ହାଇକୋର୍ଟରେ ମାମଲା କରିଥିଲେ । 

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook