Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି

କଟକ: କାର କାଚ ଭାଙ୍ଗି ୪ଲକ୍ଷ ଲୁଟ

ରାଜକନିକା: ବାଇକକୁ ପିଟି ଓଲଟିଲା ଓଟୋ, ମହିଳା ମୃତ, ୨ ଗୁରୁତର

ଭୁବନେଶ୍ୱର: ଶିଶୁ ବିକ୍ରି ଘଟଣାରେ ଆଉ ୩ ଗିରଫ

କୋରାପୁଟ: ଜଙ୍ଗଲରେ ଜୁଆ:୩ ଗିରଫ, ୧୫ ଫେରାର

ସ୍ପେଶାଲ ଫୋକସ ଷ୍ଟେଟ ଦାବି କଲେ ନବୀନ

ଭୁବନେଶ୍ୱରରେ ଅମିତ ଶାହା

banner

ଆଂଚଳିକ

ମୁଖ୍ୟ ଖବର

    ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ

    Share on :
    ajab-Image
    Date: Feb 12, 2020    Views: 2377

    ରାୟଗଡ଼ା : ରାୟଗଡ଼ା ଜିଲା ସଦର ଥାନା ଅନ୍ତର୍ଗନ୍ତ କଟିଂଗୁଡ଼ା ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ବୁଧବାର ଜଣାପଡ଼ିଛି। ଜଣେ ବ୍ୟକ୍ତି ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ବେକ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ରାୟଗଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅଭିଯୁକ୍ତ ସ୍ୱାମୀଙ୍କୁ ଥାନାରେ ଅଟକ ରଖାଯାଇଥିବା ନେଇ ସୂଚନା ମିଳିଛି।

    Maximum 500 characters

    ଆଂଚଳିକ View all

    Find Us on Facebook