Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

ବୋକୋରୋରେ ଦୁଇ ଯବାନ ସହିଦ, ଜଣେ ଆହତ

ଉତର ପୂର୍ବାଂଚଳରେ ୧୧ ଘଂଟିଆ ବନ୍ଦ ଡାକରା : ଦୋକାନ, କଲେଜ ସବୁ ବନ୍ଦ

ଗୁମ୍ଫା ଭିତରୁ ଯୁବକଙ୍କ ଶବ ଉଦ୍ଧାର

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଚ୍ଛେଦକୁ ବିରୋଧ କଲେ ବ୍ୟବସାୟୀ ଓ ନେତା, ଦାବି : ‘ଆଗ ଥଇଥାନ, ପଛରେ ଉଚ୍ଛେଦ’

banner

ତାଜା ଖବର

ମୁଖ୍ୟ ଖବର

    ଆଜି ମନ୍ତ୍ରୀ ପରିଷଦ ବୈଠକ

    Share on :
    ajab-Image
    Date: Nov 8, 2019    Views: 767

    ଭୁବନେଶ୍ୱର : ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ଦିନ ୧୨ଟା ୫ ମିନିଟରେ ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟକୁ ମଞ୍ଜୁରି ପ୍ରଦାନ କରାଯିବ । ଆସନ୍ତା ୧୩ ତାରିଖ ଦିନ ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ପ୍ରଥମ ଅତିରିକ୍ତ ବଜେଟକୁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଉପସ୍ଥାପନ କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook