Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

ବୋକୋରୋରେ ଦୁଇ ଯବାନ ସହିଦ, ଜଣେ ଆହତ

ଉତର ପୂର୍ବାଂଚଳରେ ୧୧ ଘଂଟିଆ ବନ୍ଦ ଡାକରା : ଦୋକାନ, କଲେଜ ସବୁ ବନ୍ଦ

ଗୁମ୍ଫା ଭିତରୁ ଯୁବକଙ୍କ ଶବ ଉଦ୍ଧାର

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଚ୍ଛେଦକୁ ବିରୋଧ କଲେ ବ୍ୟବସାୟୀ ଓ ନେତା, ଦାବି : ‘ଆଗ ଥଇଥାନ, ପଛରେ ଉଚ୍ଛେଦ’

banner

ରାଜ୍ୟ ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀ-କୋଇଲା ମନ୍ତ୍ରୀ ଆଲୋଚନା

    Share on :
    ajab-Image
    Date: Nov 8, 2019    Views: 947

    ଭୁବନେଶ୍ୱର: ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର କୋଇଲା ମନ୍ତ୍ରୀ  ମହ୍ଲାଦ ଯୋଶୀଙ୍କ ମଧ୍ୟରେ ଏକ  ବୈଠକ ଅନୁଷ୍ଠିତ ହୋଇଯାଇଛି ।
    ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀ ସୂଚନା ଦେଇ କହିଛନ୍ତି ଯେ,  କୋଇଲା ରୟାଲଟି ବୃଦ୍ଧି ନେଇ ରାଜ୍ୟର ଦାବି  ଉପରେ ବିଚାର କରାଯାଉଛି ।  ରାଜ୍ୟରେ ୨୪ଟି ଖଣିର ଅବଦô ୨୦୨୦ ମାର୍ଚ୍ଚ ୩୧ ତାରିଖରେ ସରିବ ।  ଶିଳ୍ପ ସଂସ୍ଥା କଞ୍ଚାମାଲ ପାଇବାରେ ଯେମିତି ସମସ୍ୟା ନହୁଏ ସେଥିପ୍ରତି ଧ୍ୟାନ ଦିଆଯିବ ।  ପିଏସୟୁ ଓ ଅନ୍ୟ ସଂସ୍ଥା ଦ୍ୱାରା କଞ୍ଚାମାଲ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର କୋଇଲା ମନ୍ତ୍ରୀ  ମହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook