Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

କେନ୍ଦ୍ରାପଡ଼ା: ବାଇକ ଚୋରି ର୍ୟାକେଟରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୫ ଗିରଫ

ବାଲେଶ୍ୱର: ଜଳେଶ୍ୱର ଅଞ୍ଚଳର ଅଡିଓ ଭାଇରାଲ ଘଟଣାର ତଦନ୍ତ ନିଦେ୍ର୍ଧଶ ଦେଲେ ପୂର୍ବାଞ୍ଚଳ ଆଇଜି

ରାୟଗଡ଼ା: ୨୪ ଲକ୍ଷ ଲୁଟ ଘଟଣାରେ ୫ ଗିରଫ

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଆଜି ଆଇଜିଏଚ ପ୍ଲାଜମା ଥେରାପିର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jul 31, 2020    Views: 2983

    ସୁନ୍ଦରଗଡ଼ : ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ) ରେ ପ୍ଲାଜମା ଥେରାପିର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁତର କରୋନା ରୋଗୀଙ୍କ ଦ୍ରୁତ ଆରୋଗ୍ୟ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପ୍ଲାଜମା ବ୍ୟାଙ୍କ ଖୋଲାଯାଇଛି । ରାଉରକେଲା କୋଭିଡ ହସ୍ପିଟାଲରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଚିକିତ୍ସିତ ହେଉଥିବା କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ପ୍ରଦାନ କରାଯିବ । ଶୁକ୍ରବାର ଅପରାହ୍ନ ସାଢେ଼ ୪ଟା ବେଳେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ସରୋଜ କୁମାର ମିଶ୍ର ସୂଚନା ଦେଇଛନ୍ତି ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook