Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ ଚାରିଦିନିଆ ନୂଆଦିଲ୍ଲୀ ଗସ୍ତ

    Share on :
    ajab-Image
    Date: Nov 9, 2019    Views: 370

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଦିଲ୍ଲୀ ରହଣି ସମୟରେ ସେ କେତେକ କେନ୍ଦ୍ରମନ୍ତ୍ରୀଙ୍କ ଭେଟି ରାଜ୍ୟର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀସ୍ଥିତ ମୁଖ୍ୟ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସେଠାରେ ତାଙ୍କ ସରକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ଚୂଡ଼ାନ୍ତ କରାଯିବ ।
    ସେ ସୋମବାର ଅପରାହ୍ନରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ତାଙ୍କ କାର୍ଯ୍ୟାଳୟ  ପକ୍ଷରୁ ସୂଚନା ଦିଆଯାଇଛି ।

    Maximum 500 characters

    ରାଜନୀତି View all

    Find Us on Facebook