Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଇନ୍ଦ୍ରାବତୀ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jan 14, 2021    Views: 3081

    ଭୁବନେଶ୍ୱର: କଳାହାଣ୍ଡି ଜୟପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଉପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି ।  କରୋନା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଯୋଗଦେଇଛନ୍ତି । 

    ମକର ସଂକ୍ରାନ୍ତିରେ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲାକୁ ୨୦୮୫ କୋଟି ଟଙ୍କାର ଭେଟି ଦେଇଛନ୍ତି ।  ୧୦୬୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହାଛଡ଼ା ମୁଖ୍ୟମନ୍ତ୍ରୀ ୫୨ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।  ୫୨ଟି ପ୍ରକଳ୍ପ ପାଇଁ ୧୦୨୦ କୋଟିରୁ ଅଧିକ ଖର୍ଚ୍ଚ ହେବ ବୋଲି ଜଣାଯାଇଛି । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook