ମୁଖ୍ୟ ଖବର
ଭୁବନେଶ୍ୱର: କଳାହାଣ୍ଡି ଜୟପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି । କରୋନା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଯୋଗଦେଇଛନ୍ତି ।
ମକର ସଂକ୍ରାନ୍ତିରେ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲାକୁ ୨୦୮୫ କୋଟି ଟଙ୍କାର ଭେଟି ଦେଇଛନ୍ତି । ୧୦୬୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହାଛଡ଼ା ମୁଖ୍ୟମନ୍ତ୍ରୀ ୫୨ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ୫୨ଟି ପ୍ରକଳ୍ପ ପାଇଁ ୧୦୨୦ କୋଟିରୁ ଅଧିକ ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।
Comments ସମସ୍ତ ମତାମତ