ମୁଖ୍ୟ ଖବର
ଭୁବନେଶ୍ୱର: ରାଜ୍ୟ ପ୍ରଶାସନର ୮ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପାହ୍ୟାକୁ ପଦୋନ୍ନତି ମିଳିଛି । ସେମାନେ ହେଲେ ମୂରଲୀଧର ମଲ୍ଲିକ, ସୁଶାନ୍ତ କୁମାର ବାରିକ, ଉମାକାନ୍ତ ତି୍ରପାଠୀ, ବିଷ୍ଣୁ ପ୍ରସାଦ ମିଶ୍ର, ଶୁଭେନ୍ଦୁ କାନୁନ ଗୋ, ଡ.ରାମକୃଷ୍ଣ ସାହୁ, ରବୀନ୍ଦ୍ର ନାଥ ସାହୁ ଓ ଚିତ୍ତରଞ୍ଜନ ମହାନ୍ତି । ଏ ନେଥ ଭାରତ ସରକାରଙ୍କ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Comments ସମସ୍ତ ମତାମତ