Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ଏଇ ନେତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କଲା କଂଗ୍ରେସ

    Share on :
    ajab-Image
    Date: Jan 5, 2021    Views: 3815

    ଭୁବନେଶ୍ୱର : ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଡ. ତିରୁପତି ପାଣିଗ୍ରାହୀ, ଏସ୍ ଗଜପତି ରାଓ, ବି. ବାଲରାଜୁ, ଟି ନାଗେଶ୍ୱର ରାଓ, ଡି.ଭି. ରାଜୁ, ଏମ କ୍ରିଷ୍ଣା ରାଓ, ଏସ ବାଲରାଜୁ, ଏସ୍ ଜୟମୋହନ ରାଓ, କ୍ରିଷ୍ଣା କୁମାର ବେହେରା ଓ କାଶି ନଗର ବ୍ଲକର ନେତୃବୃନ୍ଦ  ଜି. ତିରୁପତି ରାଓ, ଅଖିଳ କୁମାର ପାତ୍ର, କେ.ସି. ଏଚ.ଡୋରା, ଏନ୍ ଜିବରତ୍ନ୍ନ, କେ ରାମାରାଓ ଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ  କାର୍ଯ୍ୟାଳୟ ସୂତ୍ରରୁ ପ୍ରେସ୍ତ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।

     

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook