Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷିବ

    Share on :
    ajab-Image
    Date: Nov 21, 2020    Views: 4480

    ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ ।  ଅବପାତ ରୂପ ନେବା ପରେ ୪୮ ଘଣ୍ଟାରେ ଅଧିକ ଘନିଭୂତ ହେବା ସମ୍ଭାବନା ରହିଛି ।  ଆସନ୍ତା ୨୫ ବେଳକୁ ପଶ୍ଚିମଉତ୍ତରକୁ ଗତି କରି ତାମିଲନାଡ଼ୁ ଓ ପୁଡୁଚେରୀ ଛୁଇଁବ ।  ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି ।  ୨୪ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

     

    Maximum 500 characters

    ତାଜା ଖବର View all

    Find Us on Facebook