Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଘନୀଭୂତ ହେଉଛି ଲଘୁଚାପ

    Share on :
    ajab-Image
    Date: Nov 22, 2020    Views: 4133

    ଭୁବନେଶ୍ୱର:  ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହେଉଛି । ପରବର୍ତ୍ତୀ ୩୬ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ।  ଅବପାତ ରୂପ ନେବାର ୪୮ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।  ପରେ ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଶ୍ରୀଲଙ୍କା-ଦକ୍ଷିଣ ତାମିଲନାଡ଼ୁକୁ ଗତି କରିବା ସମ୍ଭାବନା ରହିଛି । 
    ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି ।  ୨୪ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

     

    Maximum 500 characters

    ତାଜା ଖବର View all

    Find Us on Facebook