Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ସହିଦନଗର ଭବାନୀ ମଲ ନିକଟରେ ବିଏମସି ସ୍ପେଶାଲ ସ୍କ୍ୱାଡର ଚଢଉ, ୫୦ ଲକ୍ଷର ପଲିଥିନ ଜବତ

ପୁଲିସ କବଳରୁ ବାଳ ଅପରାଧୀ ଛୁ

୫-ଟି କୃଷି ବିଭାଗ

୫-ଟିରେ ସାମିଲ ହେବ ଉଚ୍ଚଶିକ୍ଷା ବିଭାଗ

ତେଲେଙ୍ଗାନା ଏନକାଉଣ୍ଟରର ବିଚାର ବିଭାଗୀୟ ତଦନ୍ତ ନିଦେ୍ର୍ଧଶ

ଏସଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତ ଦେହ ଠାବ

୩୨ ଦାଦନ ଶ୍ରମିକ ଉଦ୍ଧାର

banner

ତାଜା ଖବର

ମୁଖ୍ୟ ଖବର

    ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗର ସତ୍ୟତା ନାହିଁ

    Share on :
    ajab-Image
    Date: Nov 7, 2019    Views: 600

    ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ବାଲିଆପାଳର ଜାଠିଆସ୍ଥିତ କୃଷ୍ଣଭାନୁ ହାଇସ୍କୁଲର ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି । ଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତ ରିପୋର୍ଟ ଆସିଲା ପରେ ଏହା ଏକ ଅଲଗା ମୋଡ଼ ନେଇଛି ।  କାରଣ ତଦନ୍ତ ରିପୋର୍ଟରେ ଅଭିଯୋଗର କୌଣସି ସତ୍ୟତା ନଥିବା କୁହାଯାଇଛି ।  ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗର କୌଣସି ସତ୍ୟତା ନଥିବା ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ତେବେ  ବିଦ୍ୟାଳୟରେ ଏକ ସୁସ୍ଥ ପରିବେଶ ପାଇଁ ପ୍ରଧାନଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି ।  ପ୍ରଧାନ ଶିକ୍ଷକଙ୍କ ସହ ଅନ୍ୟ ୨ ଜଣ ଶିକ୍ଷକଙ୍କୁ ମଧ୍ୟ ବଦଳି କରାଯାଇଛି । ଖାଲି ସେତିକି ନୁହେଁ ଅଭିଯୋଗ ଆଣିଥିବା ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ଅନ୍ୟତ୍ର ବଦଳି କରାଯାଇଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । 

    Maximum 500 characters

    ତାଜା ଖବର View all

    Find Us on Facebook