Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆସନ୍ତାକାଲିଠାରୁ ମାଟ୍ରିକ୍ ଖାତା ଦେଖା

ଖୋର୍ଦ୍ଧା: ହାତୀ ଆକ୍ରମଣରେ ୩ ଭାଇ ଆହତ, ୨ ଗୁରୁତର

କଟକ: ମର୍କତନଗର ଥାନା କାଠଯୋଡ଼ି ବିହାର ବସ୍ତିରେ ଦୁଷ୍ଟାମୀ ପାଇଁ ୬ ବର୍ଷର ଝିଅକୁ ଚେଙ୍କ ଦେଲା ମା’

ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭାରତରେ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଇଦ ଶୁଭେଚ୍ଛା

କାମାକ୍ଷାନଗର: ଭୁଜାଲି ଦେଖାଇ ୩ ଲକ୍ଷ ଲୁଟ

ଶୀଘ୍ର ଚାଲିବ ‘ମୋ ବସ’, କେଉଁ ରୁଟରେ କେତେ ବସ ଚାଲିବ ମଙ୍ଗଳବାର ନିଷ୍ପତ୍ତି

banner

ଆଂଚଳିକ

ମୁଖ୍ୟ ଖବର

    ଘରକୁ ଫେରିନପାରି ଓଡ଼ିଆ ଯୁବକଙ୍କ ଆତ୍ମହତ୍ୟା

    Share on :
    ajab-Image
    Date: May 13, 2020    Views: 2927

    ଭୁବନେଶ୍ୱର: କରୋନା ଲକଡାଉନ ଯୋଗୁଁ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ଏବେ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଓଡ଼ିଆ ଫେରୁଛନ୍ତି ।  କିଏ ବସରେ ତ କିଏ ଟ୍ରେନ ଯୋଗେ ଓଡ଼ିଶକୁ ଫେରୁଛନ୍ତି ।  ଏହା ସତ୍ତ୍ୱେ ବି ଅଧିକାଂଶ ଲୋକ ଏବେ ବି ବାହାର ରାଜ୍ୟରେ ଫସି ରହିଛନ୍ତି । ତେବେ  ଘରକୁ ଫେରିନପାରି ଜଣେ ଓଡ଼ିଆ ଯୁବକ  ହରିୟାଣାରେ ଆତ୍ମହତ୍ୟା କରିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି । ମୃତ ଯୁବକ ଜଣକ ହେଲେ କେନ୍ଦ୍ରାପଡ଼ା ରାଜକନିକା ଅଞ୍ଚଳର ଗଙ୍ଗାଧର ବିଶ୍ୱାଳ ।  ସେ ହରିୟାଣା ଯମୁନାବିହାର ଅଞ୍ଚଳରେ ରହି ନିର୍ମାଣ ଶ୍ରମିକଭାବେ କାମ କରୁଥିଲେ ।  ଗଛରେ ରଶି ଲଗାଇ ଗଙ୍ଗାଧର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।  

    ଲକଡାଉନରେ ଫସିଥିବା ଗଙ୍ଗାଧର ପୂର୍ବରୁ ନିଜ ଗାଁକୁ  ଫେରିବା ପାଇଁ  ସୋସିସାଲ ମିଡିଆରେ ଆକୁଳ ନିବେଦନ କରିଥିଲେ ।  ସୋସିସାଲ ମିଡିଆରେ ଜରିଆରେ ସେ ସରକାରଙ୍କ ଠାରୁ ସାହାଯ୍ୟ ସହଯୋଗ ଲୋଡ଼ିଥିଲେ ।  ତେବେ କେଉଁଠୁ କିଛି ସହଯୋଗ ନପାଇ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।  ଘରକୁ ଫେରିବାର କିଛି ଉପାୟ ନପାଇ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । 

    Maximum 500 characters

    ଆଂଚଳିକ View all

    Find Us on Facebook