Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଟ୍ରକ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

    Share on :
    ajab-Image
    Date: Jun 25, 2020    Views: 2274

    ସୋର : ବାଲେଶ୍ବର ଜିଲା ୧୬ନଂ ଜାତୀୟ ରାଜପଥ ସୋର ଉତ୍ତରେଶ୍ବର ନିକଟରେ ଗୁରୁବାର  ଜଣେ ଯୁବକ ଟ୍ରକ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପ୍ରାତଃ ଭ୍ରମଣରେ ଯାଇଥିବା ଅନ୍ୟ ଲୋକମାନେ ଏହା ଦେଖିବା ପରେ ସଙ୍ଗେ ସଙ୍ଗେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ବ୍ୟବଛେଦ ପାଇଁ ପଠାଇଥିବା ସୂଚନା ମିଳିଛି। ତେବେ ଯୁବକର ପରିଚୟ ମିଳିପାରି ନାହିଁ।

    Maximum 500 characters

    ଆଂଚଳିକ View all

    Find Us on Facebook