ମୁଖ୍ୟ ଖବର
ବରଗଡ଼: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି ଜଣେ ସହକାରୀ ଅଗ୍ନିଶମ ଅଧିକାରୀ । ବରଗଡ଼ ସହକାରୀ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ ମହାପାତ୍ରଙ୍କୁ ଭିଜିଲାନ୍ସ ଗିରଫ କରିଛି । ପେଟ୍ରୋଲ ପମ୍ପ ପାଇଁ ଫାୟାର ସେଫ୍ଟି ପ୍ରମାଣପତ୍ର ଦେବାକୁ ସେ ୧୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
Comments ସମସ୍ତ ମତାମତ