Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

Read more

ବିଜେଡି ଛିଡୁଛି, ବିଜେପି ବଢ଼ୁଛି

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବିଜେଡି ଗଡ଼ ଭୁଶୁଡି ଚାଲିଛି । କେତେବେଳେ ନେତା ଦଳ ଛାଡୁଛନ୍ତି ତ ଆଉ କେତେବେଳେ ନେତାଙ୍କୁ ଦଳ ବାହାର ରାସ୍ତା ଦେଖାଉଛନ୍ତି । ପରବର୍ତ୍ତି ସମୟରେ ସେହି ନେତାମାନେ ବିଜେପିରେ ମିଶୁଛନ୍ତି । ଯାହାଫଳରେ ଗୋଟିଏ ପଟେ ବିଜେଡି ଛିଡୁଥିବାବେଳେ ...
Read more

ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର

ଭୁବନେଶ୍ବର: ରାଜ୍ୟସଭାରେ ବିଜେଡିର ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ର ଇସ୍ତଫା ଦେଇଛନ୍ତି । ସସ୍ମିତ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ସୂଚନା ମିଳିଛି । ଗତ ସପ୍ତାହରେ ସସ୍ମିତ ଇସ୍ତଫା ଦେଇଥିବାବେଳେ କାରଣ ଅସ୍ପଷ୍ଟ ରହିଛି । ନିକଟରେ ...
Read more

ଭୁବନେଶ୍ୱରବାସୀଙ୍କ ସ୍ୱପ୍ନର କୋଣାର୍କକୁ ଧୂଳିସାତ କଲେ ମୋହନ ସରକାର: ଯୁବ କଂଗ୍ରେସ

ଭୁବନେଶ୍ୱର:  ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ପୂର୍ଣ୍ଣଛେଦ ଉପରେ ପ୍ରତିକ୍ରିୟା ପ୍ରକାଶ କରାଯାଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର କଂଗ୍ରେସ ...
Read more

ମହାପ୍ରଭୁଙ୍କ ପଥର ମୂର୍ତ୍ତି ପୂଜା କରିବା ମମତାଙ୍କୁ ପଡିପାରେ ମହଙ୍ଗା: ଜଗନ୍ନାଥ ସ୍ବାଇଁ ମହାପାତ୍ର

ଭୁବନେଶ୍ୱର:ଏଥର ପଶ୍ଚିମବଙ୍ଗରେ ସରକାର ପରିବର୍ତ୍ତନ । ଏମିତି କହିଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର । ମହାପ୍ରଭୁଙ୍କ ପଥର ମୂର୍ତ୍ତି ନିର୍ମାଣ,ଦିଦିଙ୍କୁ ପଡିପାରେ ମହଙ୍ଗା । ପଥର ମୂର୍ତ୍ତି ନିର୍ମାଣ ନକରିବାକୁ ପରାମର୍ଶ ଦେଇଥିଲେ ...
Read more

ସସ୍ମିତଙ୍କ ବିରୋଧରେ ମେଳି

ଭୁବନେଶ୍ବର: ବିଜେଡିର ରାଜ୍ୟସଭାରେ ସଂସଦୀୟ ଦଳ ନେତା ସସ୍ମିତ ପାତ୍ରଙ୍କୁ ହଟାଇବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଦଳର ଅନ୍ୟ ସାଂସଦମାନେ ଏ ସମ୍ପର୍କରେ ସଭାପତିଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏହି ପ୍ରସଙ୍ଗରେ କେହି ଗଣମାଧ୍ୟମରେ ମୁହଁ ଖୋଲି ନାହାନ୍ତି। ତେବେ ଏ ନେଇ ...
Read more

ପୁରୀରେ ଲାଗିଛି ପଶ୍ଚିମବଙ୍ଗ ନିର୍ବାଚନୀ ପୋଷ୍ଟର

ଭୁବନେଶ୍ଵର : ପୁରୀରେ ଲାଗିଛି ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ପୋଷ୍ଟର। ପୁରୀ ସହରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ଛକ ସାଙ୍ଗକୁ ସମୁଦ୍ର କୂଳରେ ଏହି ନିର୍ବାଚନୀ ପୋଷ୍ଟର ଓ ବ୍ୟାନର ଲଗାଯାଇଛି। ପୋଷ୍ଟରରେ ବିଜେପି ପଶ୍ଚିମବଙ୍ଗ ସଭାପତିଙ୍କ ସମେତ ନରେନ୍ଦ୍ର ମୋଦି, ମୋହନ ...
Read more

ବିଜେଡିରୁ ନିଲମ୍ବିତ ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ

ଭୁବନେଶ୍ବର : ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ। ସେହିପରି ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ...
Read more

ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ। କେମିତି ଦଳ ସଂଗଠନ ମଜବୁତ ହେବ ...
Read more

୧୦ କେଜି ଚାଉଳ ପଞ୍ଚାୟତ ନିର୍ବାଚନ ଥୋପ: ବିରୋଧୀ

ଭୁବନେଶ୍ୱର: ଆଉ ୫ ନୁହେଁ ମାସକୁ ୧୦ କେଜି ଲେଖାଏଁ ଚାଉଳ ପାଇବେ ପ୍ରତି ରାସନକାର୍ଡ ହିତାଧିକାରୀ। ଏଥିପାଇଁ ଗତକାଲି ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’କୁ ମିଳିଛି କ୍ୟାବିନେଟ୍ ମୋହର। ନିଜେ ମୁଖ୍ୟମନ୍ତ୍ରୀ କହିଛନ୍ତି- ୩କୋଟି ୨୮ ଲକ୍ଷରୁ ଅଧିକ ...
Read more

ବିଜେଡି-ବିଜେପି ମୁହାଁମୁହିଁ, ଟଣା ହେଲେ ମହାପ୍ରଭୁ; ଭାଇରାଲ ହେଲା ଭିଡିଓ

ଚିକିଟି: ବିଧାୟକ ଓ କାଉନସିଲର୍ ବିବାଦରେ ଟଣା ହେଇ ଆସିଲେ ମହାପ୍ରଭୁ। ସଭା ମଝିରେ, ଟେବୁଲ ଉପରକୁ ଅଣାହେଲା ବିଗ୍ରହ। ଏଭଳି କିଛି ଘଟଣାର ଭିଡିଓ ଏବେ ଗଞ୍ଜାମ ରାଜନୀତିକୁ ସରଗରମ କରିଛି। ଚିକିଟିରେ ଭତ୍ତା ବଣ୍ଟନ ବେଳେ ବିଜେପି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା ଓ ...
Read more

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

ଭୁବନେଶ୍ୱର :  ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ  କଂଗ୍ରେସ ଭବନଠାରେ ଆୟୋଜିତ ପ୍ରେସ ସମ୍ମୀଳନୀରେ କାଠଯୋଡ଼ି ଟେଣ୍ଡରକୁ ନେଇ ରାଜ୍ୟ ସରକାରଙ୍କୁ କଠୋର ଭାବରେ ସମାଲୋଚନା କରାଯାଇଥିଲା। ପ୍ରାୟ 200 କୋଟିର କାଠଯୋଡ଼ି ସେତୁ ପ୍ରକଳ୍ପକୁ ଏସପିଏସ୍ ...
Read more

ଶିକ୍ଷାବର୍ଷ ଆରମ୍ଭରୁ ଝୁଣ୍ଟିଲେଣି ସରକାର: ଶିକ୍ଷାବର୍ଷ ଆରମ୍ଭ କିନ୍ତୁ ଛାତ୍ରଛାତ୍ରୀଙ୍କୁ ମିଳୁନି ବହି କି ପୋଷାକ

ଭୁବନେଶ୍ୱର: ନୂତନ ଶିକ୍ଷାବର୍ଷ ଆରମ୍ଭ ହୋଇଥିଲେ ମଧ୍ୟ ରାଜ୍ୟରେ ଅନେକ ସ୍କୁଲରେ ଛାତ୍ରଛାତ୍ରୀମାନେ ଏ ପର୍ଯନ୍ତ୍ୟ ପାଠ୍ୟପୁସ୍ତକ କିମ୍ବା ପୋଷାକ ପାଇପାରିନାହାନ୍ତି । ବହି ଅଭାବରୁ ପାଠପଢ଼ା ଆରମ୍ଭ ହୋଇପାରିଲା ନାହିଁ । ପୋଷାକ ବିନା ମଧ୍ୟ ଛାତ୍ରଛାତ୍ରୀମାନେ ସ୍କୁଲକୁ ...
Read more

ଆନ୍ଧ୍ରକୁ ଖୁସି କରିବା ପାଇଁ ଓଡିଶାର ଅଞ୍ଚଳକୁ ଟେକି ଦିଆଯାଇଛି

ଭୁବନେଶ୍ୱର: ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ବିଜେପି ସରକାରରେ ଓଡିଶାକୁ ଅଧିକ ମିଳିବା ପରିବର୍ତ୍ତେ ଓଡ଼ିଶାର ହକ୍କୁ ଛଡାଇ ନିଆଯାଉଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଓଡ଼ିଶା ଦିବସ ପାଳନ ସମୟରେ ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ...
Read more

ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଉପସ୍ଥିତ ...
Read more

ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

ଭୁବନେଶ୍ୱର:  କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା ପରିବର୍ତ୍ତନ ଖବରରେ କୌଣସି ...
Read more

‘ବିକଶିତ ଓଡ଼ିଶା’ ଗଠନ ପାଇଁ ୧୦ଟି ସଂକଳ୍ପର ଆହ୍ୱାନ

ଭୁବନେଶ୍ୱର :କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ‘ଓଡ଼ିଶା ଦିବସ’ ଅବସରରେ ଦେଶ ତଥା ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ-ଭଉଣୀମାନଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ୨୦୨୬ରୁ ୨୦୩୬ - ଆଗାମୀ ୧୦ ...