Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

    Share on :
    ajab-Image
    Date: Jul 18, 2024    Views: 5638

    ଭୁବନେଶ୍ୱର: ଗୁରୁବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାଯାଇଛି । ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।

     

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook