ମୁଖ୍ୟ ଖବର
ଭୁବନେଶ୍ବର: ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ ।
Spot News
Comments ସମସ୍ତ ମତାମତ 0