Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କୋଣାର୍କ ବୁଲିଲେ ଏସ୍‌ ଜୟଶଙ୍କର ଇକୋରିଟ୍ରିଟରେ କଲେ ରାତ୍ରିଯାପନ

    Share on :
    ajab-Image
    Date: Jan 7, 2025    Views: 6725

    ଭୁବନେଶ୍ୱର : ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ। ମଙ୍ଗଳବାର ସକାଳେ ସେ କୋଣାର୍କ ପରିସର ବ୍ୟାଖାନ କେନ୍ଦ୍ର ବୁଲି ଦେଖୁଛନ୍ତି। ଏପରିକି କୋଣାର୍କ ସୂର୍ୟ୍ୟ ମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି।ଏହାପରେ ଭୁବନେଶ୍ୱର ଆସି ଧଉଳି ଶାନ୍ତିସ୍ତୂପ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି। 

     

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook