ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୧୩ ତାରିଖ(ସୋମବାର) ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ୟସ୍ତ ରହିବେ ତେଣୁ ସେହିଦିନ ତଥା ଜାନୁଆରୀ ୧୩ ତାରିଖ(ସୋମବାର) ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣୀ ବନ୍ଦ ରହିବ।
Comments ସମସ୍ତ ମତାମତ 0