Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ପଥରରେ ଛେଚି ଯୁବକଙ୍କୁ ନିର୍ମମ ହତ୍ୟା

    Share on :
    ajab-Image
    Date: Sep 2, 2025    Views: 3608

    ବୀରମିତ୍ରପୁର: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଲାହାକୋଠି ଜାତୀୟ ରାଜପଥ ନଂ ୧୪୩ କଡ଼ରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କେହି ଦୁର୍ବୃତ୍ତ ଉକ୍ତ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିବା ଜଣାପଡ଼ିଛି। ଘଟଣାର ସୂଚନା ପାଇଁ ବୀରମିତ୍ରପୁର ଥାନା ଏସଆଇ ସାଜନ କୁମାର ପୁଲିସ ଦଳସହ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି!  ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ନାହିଁ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook