Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଘାଟିରେ ଓଲଟିଲା ବସ୍‌ : ୨୫ ଆହତ

    Share on :
    ajab-Image
    Date: May 18, 2025    Views: 3387

    ଗଜପତି: ଗଜପତି ଜିଲ୍ଲା ରାୟଗଡ଼ ଥାନା ମାର୍ଲବା ଘାଟିରେ ଇସ୍ପାତ ବସ୍ ଦୁର୍ଘଟଣା ଘଟିଛି । ବସ୍‌ଟି ଭୁବନେଶ୍ଵରଠାରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିବା ବେଳେ ମାର୍ଲବା ଘାଟିରେ ଓଲଟି ପଡିଛି ।  ଘାଟି ରାସ୍ତାରୁ ଆସୁଥିବା ବେଳେ ଆରପଟେ ଓଲଟି ପଡିଥିଲା ।  ବସରେ ଥିବା ୨୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି  ।  ଆହତ ମାନଙ୍କୁ ପ୍ରଥମେ ରାୟଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିବା ବେଳେ ଆହତ ମାନଙ୍କୁ ଚିକିତ୍ସା ପାଇଁ ପଠାଯାଇଛି  ।  କିଛି ଜଣଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook