Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବିଜ୍ଞପ୍ତି ପ୍ରକାଶ:୨୨ରୁ ବିଧାନସଭା

    Share on :
    ajab-Image
    Date: Sep 4, 2026    Views: 3251

    ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ସପ୍ତମ ତଥା ମୌସୁମି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବୋଲି ଗୁରୁବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଏଥିରେ ୮ଟି ସରକାରୀ ଏବଂ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ। ସେପ୍ଟେମ୍ବର ୨୬ ଓ ୨୭ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ। ସେହିପରି ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook