Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ବିଜେଡିରୁ ନିଲମ୍ବିତ ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ

    Share on :
    ajab-Image
    Date: Apr 7, 2026    Views: 2271

    ଭୁବନେଶ୍ବର : ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ। ସେହିପରି ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ନବୀନଙ୍କ ନିର୍ଦେଶ କ୍ରମେ ଉଭୟଙ୍କୁ ନିଲମ୍ବନ କରାଯାଇଛି। ମୁକ୍ତିକାନ୍ତ ମଣ୍ଡଳ ୨୦୧୪ରେ ଧାମନଗର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ମଞ୍ଜୁଲତା ମଣ୍ଡଳ ୨୦୧୯ ଲୋକସଭା ଆସନରେ ବିଜେଡିରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook