Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ

    Share on :
    ajab-Image
    Date: Jul 23, 2024    Views: 3219

    ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । ସେହିପରି ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ନିଯୁକ୍ତି ମିଳିଛି ।

     ବିଧାନସଭାର ୨୭ଦିନିଆ ଅଧିବେଶନ ଆରମ୍ଭ ହୋଇଥିବାରୁ ଉଭୟ ତତ୍କାଳ ପ୍ରଭାବରୁ ଏହି ଦାୟିତ୍ୱ ତୁଲାଇବେ । ଏନେଇ  ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

    Maximum 500 characters

    ରାଜନୀତି View all

    Find Us on Facebook