Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ

    Share on :
    ajab-Image
    Date: Jul 27, 2024    Views: 3645

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

    କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ।ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook