Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କଂଗ୍ରେସର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

    Share on :
    ajab-Image
    Date: Oct 17, 2025    Views: 3232

    ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ମଇଦାନ ପ୍ରସ୍ତୁତ ।  ନୂଆପଡାÿରେ ଦେଖିବାକୁ ମିଳିବ ତ୍ରିମୁଖୀ ଲଢେ଼ଇ । ତିନ ଦଳ ୩ ଯୋଦ୍ଧା ପ୍ରସ୍ତୁତ । ବିଜେପିରୁ ଜୟ ଢେ଼ାଲକିଆ, ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀ  । ବିଜେପି ଏବଂ ବିଜେଡି ଉଭୟ ଦଳ ନିଜ ନିଜର ଷ୍ଟାର ପ୍ରଚାରକ ଘୋଷଣା କରି ସାରିଛନ୍ତି । କଂଗ୍ରେସ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି  । ଏଥିରେ ୪୦ଜଣଙ୍କ ନାଁ ରହିଛି ।
    ଏଥିରେ ଅଜୟ କୁମାର ଲଲ୍ଲୁ, ଭକ୍ତଚରଣ ଦାସ, ରାମଚନ୍ଦ୍ର କାଡ଼ାମ, ଭୁପେଶ ବଘେଲ, ସଚିନ ପାଇଲଟ, ସପ୍ତଗିରି ଉଲାକା, ଏ. ରେବନ୍ତ ରେଡି, ମଲ୍ଲୁ ଭଟ୍ଟି ବିକ୍ରମାର୍କ, ଗିରିଧର ଗମାଙ୍ଗ, କହ୍ନେୟା କୁମାର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଶ୍ରୀକାନ୍ତ ଜେନା, ଶହନୱାଜ ଚୌଧୁରୀ, କିଶୋର ପଟେଲ, ନରସିଂହ ମିଶ୍ର ଓ ତାରାପ୍ରସାଦ ବାହିନୀପତି ପ୍ରମୁଖ ରହିଛନ୍ତି । 

    Maximum 500 characters

    ତାଜା ଖବର View all

    Find Us on Facebook