Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    Share on :
    ajab-Image
    Date: Jun 4, 2026    Views: 2389

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ  ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି । 
     ନିକଟରେ ବିଜେଡି ଓ ରାଜ୍ୟସଭା ସଦସ୍ୟ ପଦ ଛାଡ଼ିଥିଲେ ଦେବାଶିଷ। ଏଥିସହ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଥିଲେ। ବିଜେପି ଟିକେଟରେ ଦେବାଶିଷ ପୁଣି ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ଆସନ୍ତା ୧୮ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। 

    Maximum 500 characters

    ତାଜା ଖବର View all

    Find Us on Facebook