Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ଛାତ୍ର ସଂସଦ ନିର୍ବାଚନ: ଜଣେ ଜିତେ, ଆଉ ଜଣେ ଶିଖେ - ଧର୍ମେନ୍ଦ୍ର

    Share on :
    ajab-Image
    Date: Oct 16, 2026    Views: 2454

    ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ସମ୍ପନ୍ନ ହୋଇଥିବା ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ଯୁବ ବନ୍ଧୁମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

    ଶ୍ରୀ ପ୍ରଧାନ ତାଙ୍କ ବାର୍ତ୍ତାରେ ପ୍ରକାଶ କରିଛନ୍ତି ଯେ, ଜୀବନରେ ସଫଳତା ଓ ବିଫଳତା ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ । ଏହି ଗଣତାନ୍ତ୍ରିକ ପ୍ରକ୍ରିୟାରେ ଜଣେ ଜିତେ ଆଉ ଜଣେ ଶିଖେ । ଯେ, ବିଜୟୀ ହୋଇଥିବା ବିଜୟୀ ହୋଇଥିବା ଛାତ୍ର ନେତାମାନେ ଶିକ୍ଷାନୁଷ୍ଠାନଗୁଡ଼ିକର ଶୈକ୍ଷିକ ପରିବେଶକୁ ଠିକ୍ ଭାବରେ ବଜାୟ ରଖିବା ସହ ନିଜର ବ୍ୟକ୍ତିତ୍ୱକୁ ମଧ୍ୟ ଜଣେ ସଫଳ ଓ ଆଦର୍ଶ ଛାତ୍ରଛାତ୍ରୀ ଭାବରେ ଗଢ଼ିତୋଳିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook