ମୁଖ୍ୟ ଖବର
ଭୁବନେଶ୍ୱର:ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ହୋଇପାରେ। ଏସଂକ୍ରାନ୍ତରେ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି। ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ ଘୋଷଣା ହେବ ବୋଲି ରାଜସ୍ବ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
Comments ସମସ୍ତ ମତାମତ