Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

    Share on :
    ajab-Image
    Date: Apr 19, 2026    Views: 3498

    ରିଆମାଳ: ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଆଉଁଳି ଗ୍ରାମର କମାର ପ୍ରଧାନଙ୍କ ସ୍ତ୍ରୀ ପାତି ପ୍ରଧାନ (୬୫)। ସକାଳୁ ଉକ୍ତ ଜଙ୍ଗଲକୁ କାଜୁ ସଂଗ୍ରହ ପାଇଁ ଯାଇ ହାତୀ ହାବୁଡ଼ରେ ପଡିଯାଇଥିଲେ। ବୃଦ୍ଧାଙ୍କୁ ହାତୀ ସେଠାରେ କଚାଡ଼ି କଚାଡ଼ି ଦଳିଦେବା ଯୋଗୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମବାସୀଙ୍କଠାରୁ ସୂଚନା ପାଇ ବନବିଭାଗ ଅଧିକାରୀ ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ହାତୀକୁ ଘଉଡ଼ାଇବା ପାଇଁ ପ୍ରୟାସ ଆରମ୍ଭ କରିଥିଲେ।

    Maximum 500 characters

    ତାଜା ଖବର View all

    Find Us on Facebook