Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଚିନ୍ନାସ୍ୱାମୀରେ ବଟଳରଙ୍କ ବିସ୍ଫୋରଣ

    Share on :
    ajab-Image
    Date: Apr 3, 2025    Views: 3105

    ବେଙ୍ଗାଲୁରୁ: ମହମ୍ମଦ ସିରାଜଙ୍କ ଘାତକ ବୋଲିଂ ଓ ଜୋସ ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଗୁଜୁରାଟ ଟାଇଟନ୍ସ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ପୂର୍ବ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିବା ଟାଇଟନ୍ସ ଆଜି ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଅନୁଷ୍ଠିତ ଏକ ମ୍ୟାଚରେ ଘରୋଇ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରକୁ ୮ ୱିକେଟରେ ପରାଜିତ କରିଥିଲା । ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ରୟାଲ ଚ୍ୟାଲେଞ୍ଜର୍ସ  ୮ ୱିକେଟ ବିନିମୟରେ ୧୬୯ ରନ ସଂଗ୍ରହ କରିଥିଲା । ଏହାର ଜବାବରେ ଗୁଜୁରାଟ ଟାଇଟନ୍ସ ୧୭.୫ ଓଭରରେ ୨ ୱିକେଟ ହରାଇ ଆବଶ୍ୟକ ରନ ସଂଗ୍ରହ କରି ନେଇଥିଲା ।

    Maximum 500 characters

    ଖେଳ ଖବର View all

    Find Us on Facebook