Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୫.୩୧ ଫୁଟ

    Share on :
    ajab-Image
    Date: Jul 10, 2025    Views: 3145

    ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୧ଟି ଗେଟ୍ ଏବଂ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୮ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୫.୩୧ ଫୁଟ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୪୧ ହଜାର ୨୫୨ କ୍ୟୁସେକ୍ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି ୨ ଲକ୍ଷ ୬୮ ହଜାର ୪୬୯ କ୍ୟୁସେକ୍ ଜଳ ।

    Maximum 500 characters

    ତାଜା ଖବର View all

    Find Us on Facebook